ଗଣନା ପୁସ୍ତକ 12:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା। Sien die hoofstukପବିତ୍ର ବାଇବଲ (Re-edited) - (BSI)6 ତେବେ ସେ କହିଲେ, ଆମ୍ଭର ବାକ୍ୟ ଶୁଣ; ଯେବେ ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ଵାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ଵପ୍ନ ଦ୍ଵାରା ତାହା ସହିତ କଥା କହିବା। Sien die hoofstukଓଡିଆ ବାଇବେଲ6 ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା। Sien die hoofstukପବିତ୍ର ବାଇବଲ6 ସଦାପ୍ରଭୁ କହିଲେ, “ମୋର ବାକ୍ୟ ଶୁଣ, ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ମୁଁ ସଦାପ୍ରଭୁ ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବି, ମୁଁ ସ୍ୱପ୍ନଦ୍ୱାରା ତାହା ସହିତ କଥା କହିବି। Sien die hoofstuk |