ଗଣନା ପୁସ୍ତକ 13:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଇସ୍ରାଏଲ-ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ଡା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ଡା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା। Sien die hoofstukପବିତ୍ର ବାଇବଲ (Re-edited) - (BSI)24 ଇସ୍ରାଏଲ-ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ତା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ତା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା। Sien die hoofstukଓଡିଆ ବାଇବେଲ24 ଇସ୍ରାଏଲ ସନ୍ତାନଗଣ ଯେଉଁ ଦ୍ରାକ୍ଷାପେଣ୍ଡା କାଟିଥିଲେ, ତହିଁ ସକାଶୁ ସେହି ସ୍ଥାନ ଇଷ୍କୋଲ (ପେଣ୍ଡା) ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା। Sien die hoofstukପବିତ୍ର ବାଇବଲ24 ଇସ୍ରାଏଲର ଲୋକମାନେ ଯେଉଁ ଉପତ୍ୟକାରେ ଦ୍ରାକ୍ଷାପେଣ୍ଡା କାଟି ଥିଲେ, ସେଥି ସକାଶେ ସେହି ସ୍ଥାନ ଇଷ୍କୋଲ ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା। Sien die hoofstuk |