Aanlyn Bybel

- Advertensies -




ଗଣନା ପୁସ୍ତକ 14:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରିଆସି ସେହି ଦେଶର ଅଖ୍ୟାତି ଆଣି ସଦାପ୍ରଭୁଙ୍କ ବିରୁଦ୍ଧରେ ସମସ୍ତ ମଣ୍ଡଳୀକୁ ବଚସା କରାଇଥିଲେ,

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

36 ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରି ଆସି ସେହି ଦେଶର ଅଖ୍ୟାତି ଆଣି ତାହା ବିରୁଦ୍ଧରେ ସମସ୍ତ ମଣ୍ତଳୀକି ବଚସା କରାଇଥିଲେ,

Sien die hoofstuk Kopieer

ଓଡିଆ ବାଇବେଲ

36 ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରି ଆସି ସେହି ଦେଶର ଅଖ୍ୟାତି ଆଣି ସଦାପ୍ରଭୁଙ୍କ ବିରୁଦ୍ଧରେ ସମସ୍ତ ମଣ୍ଡଳୀକୁ ବଚସା କରାଇଥିଲେ,

Sien die hoofstuk Kopieer

ପବିତ୍ର ବାଇବଲ

36 ଯେଉଁ ଲୋକମାନଙ୍କୁ ମୋଶା ସେ ଦେଶ ଅନୁସନ୍ଧାନ କରିବାକୁ ପ୍ରେରଣ କରିଥିଲେ, ସେମାନେ ଫେରି ଆସି ସେହି ଦେଶର ଅଖ୍ୟାତି ପ୍ରଗ୍ଭର କଲେ ଓ ସମସ୍ତ ମଣ୍ତଳୀ ବିରୁଦ୍ଧରେ ଅଭିଯୋଗ ଆଣିଲେ।

Sien die hoofstuk Kopieer




ଗଣନା ପୁସ୍ତକ 14:36

Volg ons:

Advertensies


Advertensies