ଗଣନା ପୁସ୍ତକ 14:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ସେମାନେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟନ୍ତ ଉତ୍ତମ ଦେଶ ଅଟେ। Sien die hoofstukପବିତ୍ର ବାଇବଲ (Re-edited) - (BSI)7 ଆଉ ସେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି କହିଲେ, ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟ; ଉତ୍ତମ ଦେଶ। Sien die hoofstukଓଡିଆ ବାଇବେଲ7 ଆଉ ସେମାନେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟନ୍ତ ଉତ୍ତମ ଦେଶ ଅଟେ।” Sien die hoofstukପବିତ୍ର ବାଇବଲ7 ଆଉ ଏହି ଦୁଇଲୋକ ଇସ୍ରାଏଲ ଲୋକମାନଙ୍କର ସମସ୍ତ ମଣ୍ତଳୀକି କହିଲେ, “ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟନ୍ତ ଉତ୍ତମ ଦେଶ। Sien die hoofstuk |