ଗଣନା ପୁସ୍ତକ 15:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ ଯଦି ଏକ ପ୍ରାଣୀ ଭ୍ରାନ୍ତିରେ ପାପ କରେ, ତେବେ ସେ ପାପାର୍ଥକ ବଳି ରୂପେ ଏକ ବର୍ଷୀୟ ଏକ ଛାଗବତ୍ସା ଆଣିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)27 ଆଉ ଯେବେ ଏକ ପ୍ରାଣୀ ଭ୍ରାନ୍ତିରେ ପାପ କରେ, ତେବେ ସେ ପାପାର୍ଥକ ବଳି ରୂପେ ଏକବର୍ଷୀୟ ଏକ ଛାଗବତ୍ସା ଆଣିବ। Sien die hoofstukଓଡିଆ ବାଇବେଲ27 ଆଉ ଯଦି ଏକ ପ୍ରାଣୀ ଭ୍ରାନ୍ତିରେ ପାପ କରେ, ତେବେ ସେ ପାପାର୍ଥକ ବଳି ରୂପେ ଏକବର୍ଷୀୟ ଏକ ଛାଗବତ୍ସା ଆଣିବ। Sien die hoofstukପବିତ୍ର ବାଇବଲ27 “ଆଉ ଯଦି ଜଣେ ବ୍ୟକ୍ତି ଅନିଛାରେ ପାପ କରେ, ତେବେ ସେ ପାପାର୍ଥକ ବଳିରୂପେ ଏକ ବର୍ଷୀୟ ଏକ ଛାଗବତ୍ସ ଆଣିବା ଉଚିତ୍। Sien die hoofstuk |