ଗଣନା ପୁସ୍ତକ 15:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ମାତ୍ର ଯେଉଁ ପ୍ରାଣୀ ଊର୍ଦ୍ଧ୍ୱ ହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)30 ମାତ୍ର ଯେଉଁ ପ୍ରାଣୀ ଊର୍ଦ୍ଧ୍ଵହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Sien die hoofstukଓଡିଆ ବାଇବେଲ30 ମାତ୍ର ଯେଉଁ ପ୍ରାଣୀ ଉର୍ଦ୍ଧ୍ୱ ହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Sien die hoofstukପବିତ୍ର ବାଇବଲ30 “ଯଦି ଯେଉଁ ବ୍ୟକ୍ତି ଉଦ୍ଦେଶ୍ୟମୂଳକ ଭାବରେ ପାପକର୍ମ କରେ ସେ ଇସ୍ରାଏଲୀୟ କି ବିଦେଶୀ ମୂଳ ସ୍ଥାୟୀ ବାସୀନ୍ଦା ହେଉ, ଯଦି ସଦାପ୍ରଭୁଙ୍କର ନିନ୍ଦା କରେ, ତେବେ ସେ ବ୍ୟକ୍ତି ଆପଣା ଲୋକଙ୍କଠାରୁ ବହିସ୍କାର ହେବ। Sien die hoofstuk |