ଗଣନା ପୁସ୍ତକ 17:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭ ବିରୁଦ୍ଧରେ ଏହି ବିଦ୍ରୋହୀ ସନ୍ତାନଗଣର ବଚସା ଯେପରି ନିବୃତ୍ତ ହୁଏ ଓ ସେମାନଙ୍କର ମୃତ୍ୟୁୁ ନ ହୁଏ, ଏଥିପାଇଁ ସେମାନଙ୍କ ବିରୁଦ୍ଧରେ ଚିହ୍ନ ସ୍ୱରୂପେ ରଖାଯିବା ନିମନ୍ତେ ତୁମ୍ଭେ ହାରୋଣଙ୍କ ଯଷ୍ଟି ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖ।” Sien die hoofstukପବିତ୍ର ବାଇବଲ (Re-edited) - (BSI)10 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଆମ୍ଭ ବିରୁଦ୍ଧରେ ଏହି ବିଦ୍ରୋହୀ ସନ୍ତାନଗଣର ବଚସା ଯେପରି ନିବୃତ୍ତ ହୁଏ ଓ ସେମାନଙ୍କର ମୃତ୍ୟୁ ନ ହୁଏ, ଏଥିପାଇଁ ସେମାନଙ୍କ ବିରୁଦ୍ଧରେ ଚିହ୍ନ ସ୍ଵରୂପେ ରଖାଯିବା ନିମନ୍ତେ ତୁମ୍ଭେ ହାରୋଣଙ୍କ-ଯଷ୍ଟି ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖ। Sien die hoofstukଓଡିଆ ବାଇବେଲ10 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭ ବିରୁଦ୍ଧରେ ଏହି ବିଦ୍ରୋହୀ ସନ୍ତାନଗଣର ବଚସା ଯେପରି ନିବୃତ୍ତ ହୁଏ ଓ ସେମାନଙ୍କର ମୃତ୍ୟୁୁ ନ ହୁଏ, ଏଥିପାଇଁ ସେମାନଙ୍କ ବିରୁଦ୍ଧରେ ଚିହ୍ନ ସ୍ୱରୂପେ ରଖାଯିବା ନିମନ୍ତେ ତୁମ୍ଭେ ହାରୋଣଙ୍କ-ଯଷ୍ଟି ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖ।” Sien die hoofstukପବିତ୍ର ବାଇବଲ10 ତା'ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣଙ୍କ ଆଶାବାଡ଼ିକୁ ନିୟମ ତମ୍ବୁ ସମ୍ମୁଖରେ ରଖ। ଏହା ଆମ୍ଭ ବିରୁଦ୍ଧରେ ବିଦ୍ରୋହୀ ଲୋକମାନଙ୍କ ପ୍ରତି ସତର୍କ ସ୍ୱରୂପ ରଖାଯିବ। ସେମାନେ ମୋ’ ବିରୁଦ୍ଧରେ ଅଭିଯୋଗରୁ ନିବୃତ୍ତ ହେବେ ଓ ମୁଁ ସେମାନଙ୍କୁ ଆଉ ହତ୍ୟା କରିବି ନାହିଁ।” Sien die hoofstuk |