ଗଣନା ପୁସ୍ତକ 19:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।” Sien die hoofstukପବିତ୍ର ବାଇବଲ (Re-edited) - (BSI)22 ପୁଣି ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Sien die hoofstukଓଡିଆ ବାଇବେଲ22 ପୁଣି, ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।” Sien die hoofstukପବିତ୍ର ବାଇବଲ22 ଆଉ ସେହି ଅଶୁଚି ଲୋକ ଯଦି ଅନ୍ୟ କାହାରିକୁ ଛୁଏଁ, ତେବେ ସେ ମଧ୍ୟ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।” Sien die hoofstuk |