ଗଣନା ପୁସ୍ତକ 19:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଉତ୍ତାରେ କୌଣସି ଶୁଚି ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନରେ ରହିବ; ପୁଣି, ତାହା ଇସ୍ରାଏଲ-ସନ୍ତାନଗଣଙ୍କର ମଣ୍ଡଳୀ ପାଇଁ ଅଶୌଚାର୍ଥକ ଜଳ ନିମନ୍ତେ ରଖାଯିବ; ତାହା ପାପାର୍ଥକ ବଳି ଅଟେ। Sien die hoofstukପବିତ୍ର ବାଇବଲ (Re-edited) - (BSI)9 ଏଉତ୍ତାରେ କୌଣସି ଶୁଚି ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନରେ ରହିବ; ପୁଣି ତାହା ଇସ୍ରାଏଲ-ସନ୍ତାନଗଣର ମଣ୍ତଳୀ ପାଇଁ ଅଶୌଚାର୍ଥକ ଜଳ ନିମନ୍ତେ ରଖାଯିବ; ତାହା ପାପାର୍ଥକ ବଳି ଅଟେ। Sien die hoofstukଓଡିଆ ବାଇବେଲ9 ଏଉତ୍ତାରେ କୌଣସି ଶୁଚି ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନରେ ରହିବ; ପୁଣି, ତାହା ଇସ୍ରାଏଲ-ସନ୍ତାନଗଣଙ୍କର ମଣ୍ଡଳୀ ପାଇଁ ଅଶୌଚାର୍ଥକ ଜଳ ନିମନ୍ତେ ରଖାଯିବ; ତାହା ପାପାର୍ଥକ ବଳି ଅଟେ। Sien die hoofstukପବିତ୍ର ବାଇବଲ9 “ଏହା ପରେ କୌଣସି ଶୁଚିଲୋକ ସେହି ଗାଈର ଭସ୍ମ ସଂଗ୍ରହ କରି ଛାଉଣି ବାହାରେ କୌଣସି ଶୁଚି ସ୍ଥାନରେ ରଖିବ। ସେହି ଭସ୍ମ ଇସ୍ରାଏଲ ଲୋକମାନଙ୍କର ପାଣିକୁ ଶୁଚି କରିବା ନିମନ୍ତେ ରଖାଯିବ। ତାହା ଶୁଚି କରଣାର୍ଥେ ଉତ୍ସର୍ଗ ଅଟେ। Sien die hoofstuk |