ଗଣନା ପୁସ୍ତକ 2:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଦାନ୍-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ। ସେମାନେ ଆପଣାମାନଙ୍କ ଧ୍ୱଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ।” Sien die hoofstukପବିତ୍ର ବାଇବଲ (Re-edited) - (BSI)31 ଦାନ-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ। ସେମାନେ ଆପଣାମାନଙ୍କ ଧ୍ଵଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ। Sien die hoofstukଓଡିଆ ବାଇବେଲ31 ଦାନ୍-ଛାଉଣିର ଗଣିତ ଲୋକମାନଙ୍କ ସଂଖ୍ୟା ଏକ ଲକ୍ଷ ସତାବନ ହଜାର ଛଅ ଶହ। ସେମାନେ ଆପଣାମାନଙ୍କ ଧ୍ୱଜା ନେଇ ସମସ୍ତଙ୍କ ପଛେ ଅଗ୍ରସର ହେବେ।” Sien die hoofstukପବିତ୍ର ବାଇବଲ31 “ଦାନ ଛାଉଣିରେ ମୋଟ ମନୁଷ୍ୟମାନଙ୍କର ସଂଖ୍ୟା 157,600 ସେମାନେ ସେମାନଙ୍କର ଧ୍ୱଜା ଧରି ସମସ୍ତଙ୍କ ପଛରେ ଅଗ୍ରସର ହେବେ।” Sien die hoofstuk |