ଗଣନା ପୁସ୍ତକ 20:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିଉତ୍ତାରେ ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, “ଆମ୍ଭମାନଙ୍କ ପ୍ରତି ଯେଉଁ ସମସ୍ତ କ୍ଳେଶ ଘଟିଅଛି, Sien die hoofstukପବିତ୍ର ବାଇବଲ (Re-edited) - (BSI)14 ଅନନ୍ତର ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ଵାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, ଆମ୍ଭମାନଙ୍କ ପ୍ରତି ଯେସମସ୍ତ କ୍ଳେଶ ଘଟିଅଛି, Sien die hoofstukଓଡିଆ ବାଇବେଲ14 ଏଥିଉତ୍ତାରେ ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, “ଆମ୍ଭମାନଙ୍କ ପ୍ରତି ଯେଉଁ ସମସ୍ତ କ୍ଳେଶ ଘଟିଅଛି, Sien die hoofstukପବିତ୍ର ବାଇବଲ14 ଅନନ୍ତର ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ, “ତୁମ୍ଭର ଭ୍ରାତା ଇସ୍ରାଏଲ କହିଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେଉଁସବୁ କ୍ଳେଶ ଘଟି ଅଛି ଜାଣ। Sien die hoofstuk |