ଗଣନା ପୁସ୍ତକ 20:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେହି ସମୟରେ ଯଦି ଆମ୍ଭେମାନେ ମରିଥାʼନ୍ତୁ। Sien die hoofstukପବିତ୍ର ବାଇବଲ (Re-edited) - (BSI)3 ପୁଣି ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେତେବେଳେ ଯେବେ ଆମ୍ଭେମାନେ ମରିଥାʼନ୍ତୁ। Sien die hoofstukଓଡିଆ ବାଇବେଲ3 ପୁଣି, ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେହି ସମୟରେ ଯଦି ଆମ୍ଭେମାନେ ମରିଥା’ନ୍ତୁ। Sien die hoofstukପବିତ୍ର ବାଇବଲ3 ସେହି ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ! ଆମ୍ଭେମାନେ ଆମ୍ଭ ଭାଇମାନଙ୍କ ପରି ସଦାପ୍ରଭୁଙ୍କ ସମ୍ମୁଖରେ ପଛେ ମରିଥା’ନ୍ତୁ। Sien die hoofstuk |