ଗଣନା ପୁସ୍ତକ 21:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତହିଁରେ ଇସ୍ରାଏଲ ଖଡ୍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍ ପର୍ଯ୍ୟନ୍ତ, ଅର୍ଥାତ୍, ଅମ୍ମୋନ-ସନ୍ତାନଗଣଙ୍କର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ-ସନ୍ତାନଗଣଙ୍କର ସୀମା ଦୃଢ଼ ଥିଲା। Sien die hoofstukପବିତ୍ର ବାଇବଲ (Re-edited) - (BSI)24 ତହିଁରେ ଇସ୍ରାଏଲ ଖଡ଼୍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍ ପର୍ଯ୍ୟନ୍ତ, ଅର୍ଥାତ୍, ଅମ୍ମୋନ୍-ସନ୍ତାନଗଣର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ୍-ସନ୍ତାନଗଣର ସୀମା ଦୃଢ଼ ଥିଲା। Sien die hoofstukଓଡିଆ ବାଇବେଲ24 ତହିଁରେ ଇସ୍ରାଏଲ ଖଡ୍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍ ପର୍ଯ୍ୟନ୍ତ, ଅର୍ଥାତ୍, ଅମ୍ମୋନ ସନ୍ତାନଗଣଙ୍କର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ-ସନ୍ତାନଗଣଙ୍କର ସୀମା ଦୃଢ଼ ଥିଲା। Sien die hoofstukପବିତ୍ର ବାଇବଲ24 ମାତ୍ର ଇସ୍ରାଏଲର ଲୋକମାନେ ରାଜାଙ୍କୁ ହତ୍ୟା କଲେ। ତା'ପରେ ସେମାନେ ଅର୍ଣ୍ଣୋନଠାରୁ ଯଦ୍ଦୋକ ପର୍ଯ୍ୟନ୍ତ ଅର୍ଥାତ୍ ଅମ୍ମୋନୀୟମାନଙ୍କର ସୀମା ପର୍ଯ୍ୟନ୍ତ ଅଗ୍ରସର ହେଲେ। ସେମାନେ ସେମାନଙ୍କର ଦେଶ ଅଧିକାର କଲେ କିନ୍ତୁ ଆଗକୁ ଯାଇ ପାରିଲେ ନାହିଁ। କାରଣ ଅମ୍ମୋନୀୟମାନେ ଶକ୍ତିଶାଳୀ ଥିଲେ। Sien die hoofstuk |