ଗଣନା ପୁସ୍ତକ 22:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି ବିଲୀୟମ୍ର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମ୍ର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକୁ ଆପଣା ଯଷ୍ଟିରେ ପ୍ରହାର କଲା। Sien die hoofstukପବିତ୍ର ବାଇବଲ (Re-edited) - (BSI)27 ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କୁ ଦୂତଙ୍କୁ ଦେଖି ବିଲୀୟମର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମର କ୍ରୋଧ ପ୍ରଜ୍ଵଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକି ଆପଣା ଯଷ୍ଟିରେ ପ୍ରହାର କଲା। Sien die hoofstukଓଡିଆ ବାଇବେଲ27 ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି ବିଲୀୟମ୍ର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମ୍ର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକୁ ଆପଣା ଯଷ୍ଟିରେ ପ୍ରହାର କଲା। Sien die hoofstukପବିତ୍ର ବାଇବଲ27 ସେତେବେଳେ ଗଧ ସଦାପ୍ରଭୁଙ୍କ ଦୂତକୁ ଦେଖି ବିଲିୟମକୁ ପିଠିରେ ଧରି ତଳେ ଶୋଇ ପଡ଼ିଲା। ଏଥିରେ ବିଲିୟମର କ୍ରୋଧ ପ୍ରଜ୍ୱଳିତ ହେଲା ଓ ଗଧକୁ ଆପଣା ଆଶାବାଡ଼ିରେ ପ୍ରହାର କଲେ। Sien die hoofstuk |