ଗଣନା ପୁସ୍ତକ 22:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଏଥିଉତ୍ତାରେ ବିଲୀୟମ୍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ। Sien die hoofstukପବିତ୍ର ବାଇବଲ (Re-edited) - (BSI)36 ଅନନ୍ତର ବିଲୀୟମର ଆଗମନ ସମ୍ଵାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ। Sien die hoofstukଓଡିଆ ବାଇବେଲ36 ଏଥିଉତ୍ତାରେ ବିଲୀୟମ୍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ। Sien die hoofstukପବିତ୍ର ବାଇବଲ36 ବାଲାକ୍ ଶୁଣିଲା ଯେ, ବିଲିୟମ ଆସୁଅଛି, ତେଣୁ ସେ (ବାଲାକ୍) ମୋୟାବ ନଗରକୁ ବିଲିୟମକୁ ସାକ୍ଷାତ କରିବା ପାଇଁ ଗଲେ। ଅର୍ଣ୍ଣୋନ ନଦୀ ନିକଟସ୍ଥ ଦେଶର ଉପାନ୍ତରେ ସେହି ନଗର ଥିଲା। Sien die hoofstuk |