ଗଣନା ପୁସ୍ତକ 23:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହୁଁ ସେ ବାଲାକଙ୍କୁ କହିଲା, “ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।” Sien die hoofstukପବିତ୍ର ବାଇବଲ (Re-edited) - (BSI)15 ତହୁଁ ସେ ବାଲାକଙ୍କୁ କହିଲା, ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ଵରଙ୍କ ସହିତ ସାକ୍ଷାତ୍ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ। Sien die hoofstukଓଡିଆ ବାଇବେଲ15 ତହୁଁ ସେ ବାଲାକଙ୍କୁ କହିଲା, “ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।” Sien die hoofstukପବିତ୍ର ବାଇବଲ15 ବିଲିୟମ ବାଲାକକୁ କହିଲେ, “ତୁମ୍ଭେ ତୁମ୍ଭର ହୋମବଳି ନିକଟରେ ଛିଡ଼ାହୁଅ। ମୁଁ ସେହି ସ୍ଥାନରେ ପରମେଶ୍ୱରଙ୍କୁ ସାକ୍ଷାତ କରିବି।” Sien die hoofstuk |