ଗଣନା ପୁସ୍ତକ 23:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତହୁଁ ବାଲାକ ବିଲୀୟମ୍କୁ କହିଲେ, “ବିନୟ କରୁଅଛୁ, ଆସ, ଆମ୍ଭେ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇଯିବା; ହୋଇପାରେ, ସେହି ସ୍ଥାନରେ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦେବାର ପରମେଶ୍ୱରଙ୍କ ଦୃଷ୍ଟିରେ ଉପଯୁକ୍ତ ହେବ।” Sien die hoofstukପବିତ୍ର ବାଇବଲ (Re-edited) - (BSI)27 ତହୁଁ ବାଲାକ ବିଲୀୟମକୁ କହିଲେ, ବିନୟ କରୁଅଛୁ, ଆସ, ଆମ୍ଭେ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇ ଯିବା; ହୋଇପାରେ, ସେସ୍ଥାନରେ ଆମ୍ଭ ନିମନ୍ତେ ସେମାନଙ୍କୁ ଶାପ ଦେବାର ପରମେଶ୍ଵରଙ୍କ ଦୃଷ୍ଟିରେ ଉପଯୁକ୍ତ ହେବ। Sien die hoofstukଓଡିଆ ବାଇବେଲ27 ତହୁଁ ବାଲାକ ବିଲୀୟମ୍କୁ କହିଲେ, “ବିନୟ କରୁଅଛୁ, ଆସ, ଆମ୍ଭେ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇ ଯିବା; ହୋଇପାରେ, ସେହି ସ୍ଥାନରେ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦେବାର ପରମେଶ୍ୱରଙ୍କ ଦୃଷ୍ଟିରେ ଉପଯୁକ୍ତ ହେବ।” Sien die hoofstukପବିତ୍ର ବାଇବଲ27 ତା'ପରେ ବାଲାକ୍ ବିଲିୟମକୁ କହିଲେ, “ମୁଁ ବିନୟ କରୁଅଛି, ଦୟାକରି ଆସ, ମୁଁ ତୁମ୍ଭକୁ ଅନ୍ୟ ଏକ ସ୍ଥାନକୁ ନେଇ ଯିବି। ଏହା ଏପରି ହୋଇପାରେ, ପରମେଶ୍ୱର ଦୟାପୂର୍ବକ ହୋଇ ସେ ସ୍ଥାନରେ ତୁମ୍ଭକୁ ଶାପ ଦେବାକୁ ଅନୁମତି ଦେଇ ପାରନ୍ତି।” Sien die hoofstuk |