ଗଣନା ପୁସ୍ତକ 23:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହୁଁ ବିଲୀୟମ୍ ବାଲାକଙ୍କୁ କହିଲା, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି।” ପୁଣି, ସେ ଏକ ଉଚ୍ଚସ୍ଥାନକୁ ଗଲା। Sien die hoofstukପବିତ୍ର ବାଇବଲ (Re-edited) - (BSI)3 ତହୁଁ ବିଲୀୟମ ବାଲାକଙ୍କୁ କହିଲା, ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି; କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି। ପୁଣି ସେ ଏକ ଉଚ୍ଚ ସ୍ଥାନକୁ ଗଲା। Sien die hoofstukଓଡିଆ ବାଇବେଲ3 ତହୁଁ ବିଲୀୟମ୍ ବାଲାକଙ୍କୁ କହିଲା, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ, ମୁଁ ଯିବି କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ; ଆଉ ସେ ଯାହା ମୋତେ ଦେଖାଇବେ, ତାହା ମୁଁ ତୁମ୍ଭକୁ କହିବି।” ପୁଣି, ସେ ଏକ ଉଚ୍ଚ ସ୍ଥାନକୁ ଗଲା। Sien die hoofstukପବିତ୍ର ବାଇବଲ3 ତହୁଁ ବିଲିୟମ ବାଲାକକୁ କହିଲେ, “ତୁମ୍ଭେ ଆପଣା ହୋମବଳି ନିକଟରେ ଠିଆ ହୁଅ। ମୁଁ ଅନ୍ୟ ଏକ ସ୍ଥାନକୁ ଯିବି। କେଜାଣି ସଦାପ୍ରଭୁ ମୋତେ ସାକ୍ଷାତ କରିବାକୁ ଆସିବେ। ଆଉ ସେ ଯାହା ନିର୍ଦ୍ଦେଶ ଦେବେ, ତାହା ହିଁ ତୁମ୍ଭକୁ କହିବି।” ଏଣୁ ସେ ଏକ ଉଚ୍ଚସ୍ଥାନକୁ ଗଲେ। Sien die hoofstuk |