ଗଣନା ପୁସ୍ତକ 5:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ଡନୀୟ ହୁଏ, Sien die hoofstukପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କି ସ୍ତ୍ରୀ ଯେବେ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ତନୀୟ ହୁଏ, Sien die hoofstukଓଡିଆ ବାଇବେଲ6 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ଵା ସ୍ତ୍ରୀ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ଡନୀୟ ହୁଏ, Sien die hoofstukପବିତ୍ର ବାଇବଲ6 “ଇସ୍ରାଏଲ ଲୋକମାନଙ୍କୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ଯଦି କୌଣସି ବ୍ୟକ୍ତି ବିରୁଦ୍ଧରେ ଅପରାଧ କରେ, ତେବେ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ମଧ୍ୟ ଅପରାଧ କରିଛନ୍ତି। ସେମାନେ ଦୋଷୀ। Sien die hoofstuk |