ଗଣନା ପୁସ୍ତକ 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତାହାର ବ୍ରତ ହେତୁ ପୃଥକ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)5 ତାହାର ବ୍ରତ ହେତୁ ପୃଥକ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ। Sien die hoofstukଓଡିଆ ବାଇବେଲ5 ତାହାର ବ୍ରତ ହେତୁ ପୃଥକ୍ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ। Sien die hoofstukପବିତ୍ର ବାଇବଲ5 “ତାହାର ପ୍ରତିଜ୍ଞା ହେତୁ ପୃଥକ୍ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ୍ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ତା'ର ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ। Sien die hoofstuk |