ଗଣନା ପୁସ୍ତକ 6:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆପଣା ପିତା କିମ୍ବା ମାତା କିମ୍ବା ଭ୍ରାତା କିମ୍ବା ଭଗିନୀ ମଲେ, ସେ ସେମାନଙ୍କ ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; କାରଣ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ ହେବାର ଚିହ୍ନ ତାହାର ମସ୍ତକରେ ଅଛି। Sien die hoofstukପବିତ୍ର ବାଇବଲ (Re-edited) - (BSI)7 ଆପଣା ପିତା କି ମାତା କି ଭ୍ରାତା କି ଭଗିନୀ ମଲେ, ସେ ସେମାନଙ୍କ ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; କାରଣ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପୃଥକ୍ ହେବାର ଚିହ୍ନ ତାହାର ମସ୍ତକରେ ଅଛି। Sien die hoofstukଓଡିଆ ବାଇବେଲ7 ଆପଣା ପିତା କିମ୍ବା ମାତା କିମ୍ବା ଭ୍ରାତା କିମ୍ବା ଭଗିନୀ ମଲେ, ସେ ସେମାନଙ୍କ ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; କାରଣ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ୍ ହେବାର ଚିହ୍ନ ତାହାର ମସ୍ତକରେ ଅଛି। Sien die hoofstukପବିତ୍ର ବାଇବଲ7 ବ୍ରତ ସମୟରେ ଏପରିକି ସେ ନିଜର ପିତା କି ମାତା କି ଭ୍ରାତା କି ଭଗିନୀ ମଲେ ସେମାନଙ୍କୁ ଛୁଇଁ ନିଜକୁ ଅଶୁଚି କରିବ ନାହିଁ। କାରଣ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ୍ ହେବାର ଚିହ୍ନ ତାହାର ମସ୍ତକରେ ଅଛି, Sien die hoofstuk |