ଗଣନା ପୁସ୍ତକ 7:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ର ଉପହାର। Sien die hoofstukପବିତ୍ର ବାଇବଲ (Re-edited) - (BSI)47 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଦ୍ୟୂୟେଲର ପୁତ୍ର ଇଲୀୟାସଫର ଉପହାର। Sien die hoofstukଓଡିଆ ବାଇବେଲ47 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ର ଉପହାର। Sien die hoofstuk |