Aanlyn Bybel

- Advertensies -




ଗଣନା ପୁସ୍ତକ 7:65 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

65 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଗିଦିୟୋନିର ପୁତ୍ର ଅବୀଦାନ୍‍ର ଉପହାର।

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

65 ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଗିଦିୟୋନିର ପୁତ୍ର ଅବୀଦାନ୍ର ଉପହାର।

Sien die hoofstuk Kopieer

ଓଡିଆ ବାଇବେଲ

65 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଗିଦିୟୋନିର ପୁତ୍ର ଅବୀଦାନ୍‍ର ଉପହାର।

Sien die hoofstuk Kopieer




ଗଣନା ପୁସ୍ତକ 7:65

Volg ons:

Advertensies


Advertensies