ଗଣନା ପୁସ୍ତକ 9:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ବ କରି ରହିଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ। Sien die hoofstukପବିତ୍ର ବାଇବଲ (Re-edited) - (BSI)19 ପୁଣି ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ଵ କରି ରହିଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ। Sien die hoofstukଓଡିଆ ବାଇବେଲ19 ପୁଣି, ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ବ କରି ରହିଲା, ଯେତେବେଳେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ। Sien die hoofstukପବିତ୍ର ବାଇବଲ19 ପୁଣି ଯେତେବେଳେ ସେହି ମେଘ ପବିତ୍ର ତମ୍ବୁ ଉପରେ ଦୀର୍ଘ ସମୟ ଧରି ରହିଲା, ସେତେବେଳେ ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ମାନି ଆଉ ଯାତ୍ରା କଲେ ନାହିଁ। Sien die hoofstuk |