ଫିଲିପୀୟ 1:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର; Sien die hoofstukପବିତ୍ର ବାଇବଲ (Re-edited) - (BSI)23 ମୁଁ ଦୁଇଟି ବିଷୟ ଘେନି ମହାସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର; Sien die hoofstukଓଡିଆ ବାଇବେଲ23 ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର; Sien die hoofstukପବିତ୍ର ବାଇବଲ (CL) NT (BSI)23 ମୁଁ ଦୁଇଆଡ଼ୁ ଦୁଇଟି ଆକର୍ଷଣର ସମ୍ମୁଖୀନ। ଏ ଜୀବନ ପରିତ୍ୟାଗ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋର ଅତୀବ ଇଚ୍ଛା। ଅବଶ୍ୟ ଏହା ଶ୍ରେୟସ୍କର। Sien die hoofstukପବିତ୍ର ବାଇବଲ23 ଜୀବନ ଓ ମୃତ୍ୟୁ ମଧ୍ୟରୁ ଗୋଟିକୁ ବାଛିବା କଷ୍ଟକର। ମୁଁ ଏହି ଜୀବନକୁ ଛାଡ଼ି ଖ୍ରୀଷ୍ଟଙ୍କ ସହିତ ରହିବାକୁ ଇଚ୍ଛା କରେ। ଏହା ଅଧିମ ଭଲ। Sien die hoofstuk |