ଫିଲିପୀୟ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ; Sien die hoofstukପବିତ୍ର ବାଇବଲ (Re-edited) - (BSI)7 କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ; Sien die hoofstukଓଡିଆ ବାଇବେଲ7 କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ; Sien die hoofstukପବିତ୍ର ବାଇବଲ (CL) NT (BSI)7 ବରଂ ସ୍ୱଇଚ୍ଛାରେ ତାଙ୍କର ସର୍ବସ୍ୱ ପରିତ୍ୟାଗ କରି ଦାସରୂପ ଧାରଣ କଲେ। ମନୁଷ୍ୟ ପରି ହୋଇ ମନୁଷ୍ୟ ସାଦୃଶ୍ୟରେ ଆବିର୍ଭୂତ ହେଲେ। Sien die hoofstukପବିତ୍ର ବାଇବଲ7 ସେ ପରମେଶ୍ୱରଙ୍କ ସହିତ ଥିବା ନିଜ ସ୍ଥାନକୁ ଛାଡ଼ି ଦାସ ରୂପ ଗ୍ରହଣ କରିଥିଲେ। ସେ ମାନବ ରୂପରେ ଜନ୍ମ ଗ୍ରହଣ କରି ଦାସ ଭଳି ହେଲେ। ମନୁଷ୍ୟ ଭାବରେ ଜୀବନଯାପନ କଲାବେଳେ, Sien die hoofstuk |