ଫିଲିପୀୟ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ। Sien die hoofstukପବିତ୍ର ବାଇବଲ (Re-edited) - (BSI)3 କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତପ୍ରାପ୍ତ, ଆମ୍ଭେମାନେ ଈଶ୍ଵରଙ୍କ ଆତ୍ମାରେ ଉପାସନା କରୁ, ପୁଣି ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କ-ଠାରେ ଦର୍ପ କରୁ। Sien die hoofstukଓଡିଆ ବାଇବେଲ3 କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ୱରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ । Sien die hoofstukପବିତ୍ର ବାଇବଲ (CL) NT (BSI)3 ଆମେ ପ୍ରକୃତରେ ସୁନ୍ନତପ୍ରାପ୍ତ; ସେମାନେ ନୁହଁନ୍ତି। ଆମେ ପବିତ୍ରଆତ୍ମାଙ୍କ ସାହାଯ୍ୟରେ ଈଶ୍ୱରଙ୍କ ଉପାସନା କରୁଛୁ ଏବଂ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଆନନ୍ଦୋଲ୍ଲାସ କରୁଛୁ। ବାହ୍ୟ ରୀତିନୀତି ଉପରେ ଆମର ଆସ୍ଥା ନାହିଁ। Sien die hoofstukପବିତ୍ର ବାଇବଲ3 କିନ୍ତୁ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ହୋଇଥିବା ଲୋକ ଅଟୁ। ଆମ୍ଭେ ଆତ୍ମା ଦ୍ୱାରା ପରମେଶ୍ୱରଙ୍କର ସେବା କରୁ। ଆମ୍ଭେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଗର୍ବ କରୁ। ଆମ୍ଭେ ନିଜେ କିଛି କରି ପାରିବା ବୋଲି ନିଜ ଉପରେ ନିର୍ଭର କରୁ ନାହୁଁ। Sien die hoofstuk |