ଏଫିସୀୟ 5:5 - ପବିତ୍ର ବାଇବଲ (CL) NT (BSI)5 ଏହା ନିଶ୍ଚିତ ବୋଲି ଜାଣି ରଖ, ଯେଉଁ ଲୋକ ନୀତିହୀନ, ଅଶିଷ୍ଟ ଓ ଅତି ଲୋଭୀ (ଅତି ଲୋଭ ପ୍ରତିମା ପୂଜା ସ୍ୱରୂପ), ସେ କେବେହେଲେ ଖ୍ରୀଷ୍ଟଙ୍କର ଓ ଈଶ୍ୱରଙ୍କ ରାଜ୍ୟର ଅଂଶୀ ହେବ ନାହିଁ। Sien die hoofstukପବିତ୍ର ବାଇବଲ (Re-edited) - (BSI)5 କାରଣ ତୁମ୍ଭେମାନେ ନିଶ୍ଚୟରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ- ସେ ତ ଦେବ ପୂଜକ- ଏମାନଙ୍କର ଖ୍ରୀଷ୍ଟ ଓ ଈଶ୍ଵରଙ୍କର ରାଜ୍ୟରେ ଅଧିକାର ନାହିଁ। Sien die hoofstukଓଡିଆ ବାଇବେଲ5 କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ଦେବପୂଜକ -ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ୱରଙ୍କର ରାଜ୍ୟରେ ଅଧିକାର ନାହିଁ । Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ପ୍ରତିମାପୂଜକ, ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ବରଙ୍କର ରାଜ୍ୟରେ ଅଧିକାର ନାହିଁ। Sien die hoofstukପବିତ୍ର ବାଇବଲ5 ଗୋଟିଏ ବିଷୟ ତୁମ୍ଭେ ନିଶ୍ଚିତ ଭାବରେ ଜାଣିଥାଅ ଯେ, ଯେଉଁ ଲୋକ ଯୌନ ପାପଗୁଡ଼ିକରେ ଲିପ୍ତ ରୁହେ, ମନ୍ଦ କର୍ମ କରେ ବା ଅତିଶୟ ଲୋଭ କରେ, ସେ ଲୋକ ପାଇଁ ପରମେଶ୍ୱର ଓ ଖ୍ରୀଷ୍ଟଙ୍କ ରାଜ୍ୟରେ କୌଣସି ସ୍ଥାନ ନାହିଁ। କାରଣ ଯେଉଁ ଲୋକ ସର୍ବଦା ନିଜ ନିମନ୍ତେ କେବଳ ସମସ୍ତ ବିଷୟ ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରେ, ସେ ଭଣ୍ଡ ଦେବତାମାନଙ୍କର ପୂଜା କରେ। Sien die hoofstuk |