ଫିଲିପୀୟ 1:16 - ପବିତ୍ର ବାଇବଲ (CL) NT (BSI)16 ଏମାନେ ମୋ’ ପ୍ରତି ପ୍ରେମ ଯୋଗୁଁ ତାହା କରନ୍ତି। କାରଣ ସେମାନେ ଜାଣନ୍ତି ଯେ, ଈଶ୍ୱର ମୋତେ ସୁସମାଚାରର ସୁରକ୍ଷା ଦାୟତ୍ୱ ଦେଇଛନ୍ତି। Sien die hoofstukପବିତ୍ର ବାଇବଲ (Re-edited) - (BSI)16 ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି, Sien die hoofstukଓଡିଆ ବାଇବେଲ16 ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି, Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି, Sien die hoofstukପବିତ୍ର ବାଇବଲ16 ସେମାନେ ପ୍ରେମ କରୁଥିବାରୁ ପ୍ରଗ୍ଭର କରୁଛନ୍ତି। ସେମାନେ ଜାଣନ୍ତି ଯେ, ସୁସମାଗ୍ଭରର ପକ୍ଷ ସମର୍ଥନ କରିବା ପାଇଁ ପରମେଶ୍ୱର ମୋତେ ଦାୟିତ୍ୱ ଦେଇଛନ୍ତି। Sien die hoofstuk |