ଫିଲିପୀୟ 2:6 - ପବିତ୍ର ବାଇବଲ (CL) NT (BSI)6 ତାଙ୍କଠାରେ ଅବିଚ୍ଛିନ୍ନଭାବେ ଐଶୀ ପ୍ରକୃତି ନିହିତ ଥିଲେ ସୁଦ୍ଧା, ସେ ସେହି ଅଧିକାରରେ ଈଶ୍ୱରଙ୍କ ସହିତ ସମାନ ହୋଇ ରହିବାକୁ ଚେଷ୍ଟା କରି ନ ଥିଲେ। Sien die hoofstukପବିତ୍ର ବାଇବଲ (Re-edited) - (BSI)6 ସେ ଈଶ୍ଵରରୂପୀ ହେଲେ ହେଁ ଈଶ୍ଵରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ, Sien die hoofstukଓଡିଆ ବାଇବେଲ6 ସେ ଈଶ୍ୱରରୂପୀ ହେଲେ ହେଁ ଈଶ୍ୱରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ, Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ, Sien die hoofstukପବିତ୍ର ବାଇବଲ6 ଖ୍ରୀଷ୍ଟ ନିଜେ ସର୍ବୋତଭାବରେ ପରମେଶ୍ୱରଙ୍କ ସାଦୃଶ୍ୟ ଥିଲେ। ପରମେଶ୍ୱରଙ୍କ ସହିତ ସମାନ ହୋଇ ରହିବା ବିଷୟକୁ ସମ୍ପତ୍ତି ଭାବରେ ଜାବୁଡ଼ି ଧରିବା ପାଇଁ ଖ୍ରୀଷ୍ଟ ଇଚ୍ଛା କଲେ ନାହିଁ। Sien die hoofstuk |