ଫିଲିପୀୟ 2:28 - ପବିତ୍ର ବାଇବଲ (Re-edited) - (BSI)28 ଏଣୁ ତୁମ୍ଭେମାନେ ଯେପରି ତାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋʼ ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାଙ୍କୁ ପଠାଇବା ନିମନ୍ତେ ଅଧିକ ଯନିବାନ ହେଲି। Sien die hoofstukଓଡିଆ ବାଇବେଲ28 ଏଣୁ ତୁମ୍ଭେମାନେ ଯେପରି ତାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋ' ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାଙ୍କୁ ପଠାଇବା ନିମନ୍ତେ ଅଧିକ ଯତ୍ନବାନ ହେଲି । Sien die hoofstukପବିତ୍ର ବାଇବଲ (CL) NT (BSI)28 ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବାକୁ ଉକ୍ରଣ୍ଠିତ, କାରଣ ତାଙ୍କୁ ଦେଖିଲେ, ତୁମ୍ଭେମାନେ ପୁନର୍ବାର ଆନନ୍ଦିତ ହେବ ଓ ମୋର ଦୁଃଖ ମଧ୍ୟ ଅପସରି ଯିବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏଣୁ ତୁମ୍ଭେମାନେ ଯେପରି ତାହାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋʼ ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାହାଙ୍କୁ ପଠାଇବା ନିମନ୍ତେ ଅଧିକ ଯତ୍ନବାନ ହେଲି। Sien die hoofstukପବିତ୍ର ବାଇବଲ28 ତେଣୁ ମୁଁ ତାହାଙ୍କୁ ପଠାଇବାକୁ ଅତିଶୟ ଇଚ୍ଛା କରେ। ତୁମ୍ଭେ ମଧ୍ୟ ତାହାଙ୍କୁ ଦେଖିଲେ ଖୁସୀ ହେବ, ମୁଁ ମଧ୍ୟ ତୁମ୍ଭ ବିଷୟରେ ଚିନ୍ତାମୁକ୍ତ ହେବି। Sien die hoofstuk |