୧ ଥେସଲନୀକୀୟ 1:2 - ପବିତ୍ର ବାଇବଲ2 ପ୍ରାର୍ଥନା କଲାବେଳେ ଆମ୍ଭେ ସର୍ବଦା ତୁମ୍ଭମାନଙ୍କ କଥା ମନେ ପକାଉ ଓ ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉ। Sien die hoofstukପବିତ୍ର ବାଇବଲ (Re-edited) - (BSI)2 ଆମ୍ଭମାନଙ୍କ ଈଶ୍ଵର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ଵାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ଵନ୍ଧୀୟ ତୁମ୍ଭମାନଙ୍କ ଭରସାର ଧୈର୍ଯ୍ୟ ବିଷୟ ନିରନ୍ତର ସ୍ମରଣ କରି Sien die hoofstukଓଡିଆ ବାଇବେଲ2 ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ତୁମ୍ଭମାନଙ୍କ ଭରସାର ସହିଷ୍ଣୁତା ବିଷୟ ନିରନ୍ତର ସ୍ମରଣ କରି, Sien die hoofstukପବିତ୍ର ବାଇବଲ (CL) NT (BSI)2 ଆମେ ସର୍ବଦା ତୁମ ସମସ୍ତଙ୍କ ନିମନ୍ତେ ଈଶ୍ୱରଙ୍କୁ ଧନ୍ୟବାଦ ଦେଇଥାଉ ଏବଂ ଆମ ପ୍ରାର୍ଥନାରେ ତୁମ୍ଭମାନଙ୍କ ବିଷୟରେ ସବୁବେଳେ ଜଣାଇ ଥାଉ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ତୁମ୍ଭମାନଙ୍କ ଭରସାର ଧୈର୍ଯ୍ୟ ବିଷୟ ନିରନ୍ତର ସ୍ମରଣ କରି, Sien die hoofstuk |