୧ ଥେସଲନୀକୀୟ 1:5 - ପବିତ୍ର ବାଇବଲ5 ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିଛୁ। କିନ୍ତୁ ଆମ୍ଭେ କେବଳ ଶବ୍ଦ ବ୍ୟବହାର କରି ନାହୁଁ। ସେହି ସୁସମାଗ୍ଭର ଆମ୍ଭେ ଶକ୍ତି ଓ ପବିତ୍ରଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ୟ। ତୁମ୍ଭେମାନେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲାବେଳେ କିଭଳି ଜୀବନ ବିତାଉଥିଲୁ, ସେଭଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଗ୍ଭହୁଁଥିଲୁ। Sien die hoofstukପବିତ୍ର ବାଇବଲ (Re-edited) - (BSI)5 ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟ; ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲା; ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ନିମନ୍ତେ ଆମ୍ଭେମାନେ କିପ୍ରକାରେ ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ। Sien die hoofstukଓଡିଆ ବାଇବେଲ5 ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ । Sien die hoofstukପବିତ୍ର ବାଇବଲ (CL) NT (BSI)5 କାରଣ କେବଳ ବାକ୍ୟରେ ନୁହେଁ, ପବିତ୍ର ଆତ୍ମାଙ୍କ ସହାୟତାରେ ଶକ୍ତିର ସହିତ, ସୁସମାଚାରର ସତ୍ୟତା ସମ୍ପୂର୍ଣ୍ଣଭାବେ ଉପଲବ୍ଧି କରି ଆମେ ତାହା ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ। ତୁମ୍ଭେମାନେ ଜାଣ, ତୁମ ସହିତ ଥିବାବେଳେ ଆମେ କିପରି ଜୀବନ ଯାପନ କରିଥିଲୁ; କିପରି କେବଳ ତୁମ୍ଭମାନଙ୍କର ମଙ୍ଗଳ ଆମ ଜୀବନର ଲକ୍ଷ୍ୟ ଥିଲା। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ। Sien die hoofstuk |