୧ ଥେସଲନୀକୀୟ 5:22 - ପବିତ୍ର ବାଇବଲ22 ସମସ୍ତ ପ୍ରକାରର ମନ୍ଦଠାରୁ ଦୂରରେ ରୁହ। Sien die hoofstukପବିତ୍ର ବାଇବଲ (Re-edited) - (BSI)22 ସମସ୍ତ ପ୍ରକାର ମନ୍ଦଠାରୁ ପୃଥକ ହୋଇଥାଅ। Sien die hoofstukଓଡିଆ ବାଇବେଲ22 ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ । Sien die hoofstukପବିତ୍ର ବାଇବଲ (CL) NT (BSI)22 ସମସ୍ତ ପ୍ରକାର ଅସତ୍ ବିଷୟଠାରୁ ଦୂରେଇ ରୁହ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ। Sien die hoofstuk |