Aanlyn Bybel

- Advertensies -




2 ବଂଶାବଳୀ 1:12 - ପବିତ୍ର ବାଇବଲ

12 ଏଣୁ ଆମ୍ଭେ ତୁମ୍ଭକୁ ଜ୍ଞାନ ଓ ବୁଦ୍ଧିରେ ପୂର୍ଣ୍ଣ କରିବା। ଆଉ ମଧ୍ୟ ଆମ୍ଭେ ତୁମ୍ଭକୁ ଧନ, ସମ୍ପତ୍ତି ଓ ସମ୍ମାନ ପ୍ରଦାନ କରିବା। ତୁମ୍ଭ ପୂର୍ବରୁ କୌଣସି ରାଜାର ଏପରି ଧନ ବା ସମ୍ମାନ ନ ଥିଲା। ଏବଂ ଭବିଷ୍ୟତରେ ମଧ୍ୟ କୌଣସି ରାଜାର ଏପରି ଧନସମ୍ମାନ ରହିବ ନାହିଁ।”

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

12 ଏଣୁ ଏହି କଥା ତୁମ୍ଭର ହୃଦ୍ଗତ ହେବାରୁ ଜ୍ଞାନ ଓ ବୁଦ୍ଧି ତୁମ୍ଭକୁ ଦତ୍ତ ହେଲା; ପୁଣି ଆମ୍ଭେ ତୁମ୍ଭକୁ ଏପରି ଧନ ଓ ସମ୍ପତ୍ତି ଓ ସମ୍ଭ୍ରମ ଦେବା ଯେ, ତୁମ୍ଭର ପୂର୍ବବର୍ତ୍ତୀ ରାଜାମାନଙ୍କ ମଧ୍ୟରୁ କେହି ସେପରି ପାଇ ନାହିଁ, କି ତୁମ୍ଭ ଉତ୍ତାରେ ଆଉ କେହି ସେପରି ପାଇବ ନାହିଁ।

Sien die hoofstuk Kopieer

ଓଡିଆ ବାଇବେଲ

12 ଏଣୁ ଏହି କଥା ତୁମ୍ଭର ହୃଦ୍‍ଗତ ହେବାରୁ ଜ୍ଞାନ ଓ ବୁଦ୍ଧି ତୁମ୍ଭକୁ ଦତ୍ତ ହେଲା; ପୁଣି ଆମ୍ଭେ ତୁମ୍ଭକୁ ଏପରି ଧନ ଓ ସମ୍ପତ୍ତି ଓ ସମ୍ଭ୍ରମ ଦେବା ଯେ, ତୁମ୍ଭର ପୂର୍ବବର୍ତ୍ତୀ ରାଜାମାନଙ୍କ ମଧ୍ୟରୁ କେହି ସେପରି ପାଇ ନାହିଁ, କି ତୁମ୍ଭ ଉତ୍ତାରେ ଆଉ କେହି ସେପରି ପାଇବ ନାହିଁ।”

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଣୁ ଏହି କଥା ତୁମ୍ଭର ହୃଦ୍‍ଗତ ହେବାରୁ ଜ୍ଞାନ ଓ ବୁଦ୍ଧି ତୁମ୍ଭକୁ ଦତ୍ତ ହେଲା; ପୁଣି ଆମ୍ଭେ ତୁମ୍ଭକୁ ଏପରି ଧନ ଓ ସମ୍ପତ୍ତି ଓ ସମ୍ଭ୍ରମ ଦେବା ଯେ, ତୁମ୍ଭର ପୂର୍ବବର୍ତ୍ତୀ ରାଜାମାନଙ୍କ ମଧ୍ୟରୁ କେହି ସେପରି ପାଇ ନାହିଁ, କି ତୁମ୍ଭ ଉତ୍ତାରେ ଆଉ କେହି ସେପରି ପାଇବ ନାହିଁ।”

Sien die hoofstuk Kopieer




2 ବଂଶାବଳୀ 1:12

Volg ons:

Advertensies


Advertensies