Aanlyn Bybel

- Advertensies -




2 ବଂଶାବଳୀ 1:2 - ପବିତ୍ର ବାଇବଲ

2 ଇସ୍ରାଏଲର ଲୋକମାନଙ୍କ ସହ ଶଲୋମନ କଥା ହେଲେ। ସେ 1,000 ସୈନ୍ୟ ବିଶିଷ୍ଟ ସୈନ୍ୟଦଳର ଦଳପତି ଓ 100 ସୈନ୍ୟ ବିଶିଷ୍ଟ ସୈନ୍ୟଦଳର ଦଳପତି ଓ ବିଗ୍ଭରକର୍ତ୍ତା ଏବଂ ସମସ୍ତ ଇସ୍ରାଏଲର ନେତାମାନଙ୍କ ସହ ପୁଣି ପରିବାରଗୁଡ଼ିକର ମୁଖ୍ୟଙ୍କ ସହ କଥା ହେଲେ।

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ; ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶପ୍ରଧାନ ପ୍ରତ୍ୟେକ ଅଧିପତିଙ୍କି ଆଜ୍ଞା ଦେଲେ।

Sien die hoofstuk Kopieer

ଓଡିଆ ବାଇବେଲ

2 ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ, ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶର ପ୍ରଧାନ ପ୍ରତ୍ୟେକ ଅଧିପତିଙ୍କୁ ଆଜ୍ଞା ଦେଲେ।

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ, ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶର ପ୍ରଧାନ ପ୍ରତ୍ୟେକ ଅଧିପତିଙ୍କୁ ଆଜ୍ଞା ଦେଲେ।

Sien die hoofstuk Kopieer




2 ବଂଶାବଳୀ 1:2

Volg ons:

Advertensies


Advertensies