2 ବଂଶାବଳୀ 2:1 - ପବିତ୍ର ବାଇବଲ1 ସଦାପ୍ରଭୁଙ୍କ ନାମକୁ ସମ୍ମାନିତ କରିବା ନିମନ୍ତେ ଶଲୋମନ ଏକ ମନ୍ଦିର ନିର୍ମାଣ କରିବାକୁ ଯୋଜନା କଲେ। ଆହୁରି ମଧ୍ୟ ନିଜ ନିମନ୍ତେ ଏକ ରାଜକୀୟ ଗୃହ ନିର୍ମାଣ କରିବାକୁ ଶଲୋମନ ଯୋଜନା କଲେ। Sien die hoofstukପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଶଲୋମନ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଏକ ଗୃହ ଓ ଆପଣା ରାଜ୍ୟ ପାଇଁ ଏକ ଗୃହ ନିର୍ମାଣ କରିବାକୁ ମନସ୍ଥ କଲେ। Sien die hoofstukଓଡିଆ ବାଇବେଲ1 ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଏକ ଗୃହ ଓ ଆପଣା ରାଜ୍ୟ ପାଇଁ ଏକ ଗୃହ ନିର୍ମାଣ କରିବାକୁ ମନସ୍ଥ କଲେ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଏକ ଗୃହ ଓ ଆପଣା ରାଜ୍ୟ ପାଇଁ ଏକ ଗୃହ ନିର୍ମାଣ କରିବାକୁ ମନସ୍ଥ କଲେ। Sien die hoofstuk |