2 ବଂଶାବଳୀ 2:8 - ପବିତ୍ର ବାଇବଲ8 ଆହୁରି ମଧ୍ୟ ଲିବାନୋନ୍ରୁ ମୋ’ ନିକଟକୁ ଦେବଦାରୁ ଏବଂ ଚନ୍ଦନ ଗଛର କାଠ ପଠାନ୍ତୁ। ତୁମ୍ଭର ଦାସମାନେ ଲିବାନୋନ୍ର କାଠଗଣ୍ଡି କାଟି ଆଣିବାରେ ସିଦ୍ଧ ହସ୍ତ, ଏହା ମୁଁ ଜାଣେ। ମୋର ଦାସମାନେ, ତୁମ୍ଭର ଦାସମାନଙ୍କୁ ସାହାଯ୍ୟ କରିବେ। Sien die hoofstukପବିତ୍ର ବାଇବଲ (Re-edited) - (BSI)8 ଆହୁରି ଲିବାନୋନ୍ରୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ଚନ୍ଦନ କାଷ୍ଠ ମୋʼ କତିକି ପଠାଉନ୍ତୁ; କାରଣ ମୁଁ ଜାଣେ, ଆପଣଙ୍କ ଦାସମାନେ ଲିବାନୋନ୍ରେ କାଷ୍ଠ କାଟିବାରେ ନିପୁଣ; Sien die hoofstukଓଡିଆ ବାଇବେଲ8 ଆହୁରି ଲିବାନୋନରୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ଚନ୍ଦନ କାଷ୍ଠ ମୋ’ ନିକଟକୁ ପଠାଉନ୍ତୁ; କାରଣ ମୁଁ ଜାଣେ, ଆପଣଙ୍କ ଦାସମାନେ ଲିବାନୋନରେ କାଷ୍ଠ କାଟିବାରେ ନିପୁଣ; Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆହୁରି ଲିବାନୋନରୁ ଏରସ କାଷ୍ଠ ଓ ଦେବଦାରୁ କାଷ୍ଠ ଓ ଚନ୍ଦନ କାଷ୍ଠ ମୋʼ ନିକଟକୁ ପଠାଉନ୍ତୁ; କାରଣ ମୁଁ ଜାଣେ, ଆପଣଙ୍କ ଦାସମାନେ ଲିବାନୋନରେ କାଷ୍ଠ କାଟିବାରେ ନିପୁଣ; Sien die hoofstuk |