Aanlyn Bybel

- Advertensies -




2 ବଂଶାବଳୀ 3:7 - ପବିତ୍ର ବାଇବଲ

7 କଡ଼ିକାଠ, ଚୌକାଠ, କାନ୍ଥ ଓ ଦ୍ୱାରସବୁ ଶଲୋମନ ସୁବର୍ଣ୍ଣରେ ଆଚ୍ଛାଦନ କଲେ। କାନ୍ଥରେ କିରୁବଦୂତଗଣଙ୍କର ଛବି ଶଲୋମନ ଖୋଦାଇଲେ।

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

7 ମଧ୍ୟ ଗୃହ, କଡ଼ି, ଚଉକାଠ ଓ ତହିଁର କାନ୍ଥ ଓ ତହିଁର କବାଟସବୁ ସେ ସୁବର୍ଣ୍ଣରେ ମଡ଼ାଇଲେ; ଆଉ କାନ୍ଥରେ କିରୂବାକୃତି ଖୋଳିଲେ।

Sien die hoofstuk Kopieer

ଓଡିଆ ବାଇବେଲ

7 ମଧ୍ୟ ଗୃହ, କଡ଼ି, ଚଉକାଠ ଓ ତହିଁର କାନ୍ଥ ଓ ତହିଁର କବାଟସବୁ ସେ ସୁବର୍ଣ୍ଣରେ ମଡ଼ାଇଲେ; ଆଉ କାନ୍ଥରେ କିରୂବାକୃତି ଖୋଦାଇଲେ।

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମଧ୍ୟ ଗୃହ, କଡ଼ି, ଚଉକାଠ ଓ ତହିଁର କାନ୍ଥ ଓ ତହିଁର କବାଟସବୁ ସେ ସୁବର୍ଣ୍ଣରେ ମଡ଼ାଇଲେ; ଆଉ କାନ୍ଥରେ କିରୂବାକୃତି ଖୋଦାଇଲେ।

Sien die hoofstuk Kopieer




2 ବଂଶାବଳୀ 3:7

Volg ons:

Advertensies


Advertensies