2 ବଂଶାବଳୀ 5:3 - ପବିତ୍ର ବାଇବଲ3 ସପ୍ତମ ମାସରେ ଭୋଜି ସମୟରେ ରାଜା ଶଲୋମନଙ୍କ ସମ୍ମୁଖରେ ଇସ୍ରାଏଲର ସମସ୍ତ ଲୋକ ଏକତ୍ରିତ ହେଲେ। Sien die hoofstukପବିତ୍ର ବାଇବଲ (Re-edited) - (BSI)3 ତହିଁରେ ସପ୍ତମ ମାସର ପର୍ବ ସମୟରେ ସମସ୍ତ ଇସ୍ରାଏଲ-ଲୋକ ରାଜାଙ୍କ ନିକଟରେ ଏକତ୍ର ହେଲେ। Sien die hoofstukଓଡିଆ ବାଇବେଲ3 ତହିଁରେ ସପ୍ତମ ମାସର ପର୍ବ ସମୟରେ ସମସ୍ତ ଇସ୍ରାଏଲ ଲୋକ ରାଜାଙ୍କ ନିକଟରେ ଏକତ୍ର ହେଲେ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ସପ୍ତମ ମାସର ପର୍ବ ସମୟରେ ସମସ୍ତ ଇସ୍ରାଏଲ ଲୋକ ରାଜାଙ୍କ ନିକଟରେ ଏକତ୍ର ହେଲେ। Sien die hoofstuk |