Aanlyn Bybel

- Advertensies -




2 ବଂଶାବଳୀ 6:12 - ପବିତ୍ର ବାଇବଲ

12 ଶଲୋମନ ସଦାପ୍ରଭୁଙ୍କ ଯଜ୍ଞବେଦିର ସମ୍ମୁଖରେ ଠିଆ ହେଲେ। ସେ ଏକତ୍ରିତ ସମଗ୍ର ଇସ୍ରାଏଲର ଲୋକମାନଙ୍କର ସମ୍ମୁଖରେ ଠିଆ ହେଲେ। ଏହା ପରେ ଶଲୋମନ ତାଙ୍କର ହସ୍ତ ପ୍ରସାରିତ କଲେ।

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

12 ଅନନ୍ତର ସେ ଇସ୍ରାଏଲର ସମସ୍ତ ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଆପଣା ହସ୍ତ ବିସ୍ତାର କରି ଠିଆ ହେଲେ;

Sien die hoofstuk Kopieer

ଓଡିଆ ବାଇବେଲ

12 ଏଥିଉତ୍ତାରେ ସେ ଇସ୍ରାଏଲର ସମସ୍ତ ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଆପଣା ହସ୍ତ ବିସ୍ତାର କରି ଠିଆ ହେଲେ;

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ସେ ଇସ୍ରାଏଲର ସମସ୍ତ ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଆପଣା ହସ୍ତ ବିସ୍ତାର କରି ଠିଆ ହେଲେ;

Sien die hoofstuk Kopieer




2 ବଂଶାବଳୀ 6:12

Volg ons:

Advertensies


Advertensies