2 ବଂଶାବଳୀ 6:21 - ପବିତ୍ର ବାଇବଲ21 ମୁଁ ଯେଉଁ ପ୍ରାର୍ଥନା କରୁଅଛି ଓ ତୁମ୍ଭର ଲୋକ ଇସ୍ରାଏଲ ଯେଉଁ ପ୍ରାର୍ଥନା କରୁଅଛନ୍ତି, ତାହା ଶୁଣ। ଆମ୍ଭେମାନେ ଏହି ମନ୍ଦିର ଆଡ଼େ ଗ୍ଭହିଁ ପ୍ରାର୍ଥନା କରିବା ସମୟରେ ଆମ୍ଭମାନଙ୍କର ପ୍ରାର୍ଥନା ଶୁଣ। ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ। ଆଉ, ତୁମ୍ଭେ ଆମ୍ଭମାନଙ୍କର ପ୍ରାର୍ଥନା ଶୁଣି, ଆମ୍ଭମାନଙ୍କୁ କ୍ଷମା କର। Sien die hoofstukପବିତ୍ର ବାଇବଲ (Re-edited) - (BSI)21 ପୁଣି ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ଵର୍ଗରୁ ତାହା ଶୁଣ ଓ ଶୁଣି କ୍ଷମା କର। Sien die hoofstukଓଡିଆ ବାଇବେଲ21 ପୁଣି ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରୁ ତାହା ଶୁଣ ଓ ଶୁଣି କ୍ଷମା କର। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ତାହା ଶୁଣ ଓ ଶୁଣି କ୍ଷମା କର। Sien die hoofstuk |