2 ବଂଶାବଳୀ 6:23 - ପବିତ୍ର ବାଇବଲ23 ସେତେବେଳେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣ। ତୁମ୍ଭର ଦାସମାନଙ୍କର ବିଗ୍ଭର କର ଓ କାର୍ଯ୍ୟ କର। ଦୁଷ୍ଟ ବ୍ୟକ୍ତିକୁ ଦଣ୍ଡିତ କର ଓ ସେ ଅନ୍ୟ ଲୋକମାନଙ୍କୁ ଯେଉଁ ବିଷୟ ଦ୍ୱାରା କଷ୍ଟ ଭୋଗ କରାଇଛି, ତାକୁ ସେହି ବିଷୟ ଦ୍ୱାରା କଷ୍ଟ ଭୋଗ କରାଅ। କିନ୍ତୁ ଯଦି ଜଣେ ବ୍ୟକ୍ତି ନିର୍ଦ୍ଦୋଷ, ତୁମ୍ଭେ ତାକୁ ନିର୍ଦ୍ଦୋଷ ବୋଲି ପ୍ରମାଣ କର। Sien die hoofstukପବିତ୍ର ବାଇବଲ (Re-edited) - (BSI)23 ତେବେ ତୁମ୍ଭେ ସ୍ଵର୍ଗରୁ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ଦୋଷୀକି ପ୍ରତିଫଳ ଦିଅ; ପୁଣି ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର। Sien die hoofstukଓଡିଆ ବାଇବେଲ23 ତେବେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ଦୋଷୀକୁ ପ୍ରତିଫଳ ଦିଅ; ପୁଣି ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତେବେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ଦୋଷୀକୁ ପ୍ରତିଫଳ ଦିଅ; ପୁଣି ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର। Sien die hoofstuk |