2 ବଂଶାବଳୀ 6:36 - ପବିତ୍ର ବାଇବଲ36 “ଲୋକମାନେ ତୁମ୍ଭ ବିରୁଦ୍ଧରେ ପାପ କରିବେ ଏପରି ବ୍ୟକ୍ତି କେହି ନାହିଁ, ଯେ ପାପ କରେ ନାହିଁ। ଆଉ ତୁମ୍ଭେ ସେମାନଙ୍କ ଉପରେ କ୍ରୋଧ କରିବ। ତୁମ୍ଭେ ଜଣେ ଶତ୍ରୁଦ୍ୱାରା ସେମାନଙ୍କୁ ପରାଜିତ କରାଇବ, ଆଉ ସେମାନଙ୍କୁ ବନ୍ଦୀ କରାଇ ଦୂରବର୍ତ୍ତୀ କିଅବା ନିକଟବର୍ତ୍ତୀ କୌଣସି ଏକ ଦେଶକୁ ବଳପୂର୍ବକ ଯିବାକୁ ହେବ। Sien die hoofstukପବିତ୍ର ବାଇବଲ (Re-edited) - (BSI)36 ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲେ, ଯେବେ ସେମାନେ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ବା ନିକଟସ୍ଥ ଦେଶକୁ ନେଇଯାʼନ୍ତି; Sien die hoofstukଓଡିଆ ବାଇବେଲ36 ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି (କାରଣ ଏପରି କୌଣସି ମନୁଷ୍ୟ ନାହିଁ ଯେ ପାପ କରେ ନାହିଁ), ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁର ହସ୍ତରେ ସମର୍ପଣ କଲେ, ଯେବେ ସେମାନେ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ କିମ୍ବା ନିକଟସ୍ଥ ଦେଶକୁ ନେଇଯା’ନ୍ତି; Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି (କାରଣ ଏପରି କୌଣସି ମନୁଷ୍ୟ ନାହିଁ ଯେ ପାପ କରେ ନାହିଁ), ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁର ହସ୍ତରେ ସମର୍ପଣ କଲେ, ଯେବେ ସେମାନେ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ କିମ୍ବା ନିକଟସ୍ଥ ଦେଶକୁ ନେଇଯାʼନ୍ତି; Sien die hoofstuk |