2 ବଂଶାବଳୀ 6:7 - ପବିତ୍ର ବାଇବଲ7 “ମୋର ପିତା ଦାଉଦ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଏକ ମନ୍ଦିର ନିର୍ମାଣ କରିବାକୁ ଗ୍ଭହିଁଥିଲେ। Sien die hoofstukପବିତ୍ର ବାଇବଲ (Re-edited) - (BSI)7 ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋʼ ପିତା ଦାଉଦଙ୍କର ମନସ୍ଥ ଥିଲା। Sien die hoofstukଓଡିଆ ବାଇବେଲ7 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋ’ ପିତା ଦାଉଦଙ୍କର ମନସ୍ଥ ଥିଲା। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋʼ ପିତା ଦାଉଦଙ୍କର ମନସ୍ଥ ଥିଲା। Sien die hoofstuk |