2 ରାଜାବଳୀ 1:2 - ପବିତ୍ର ବାଇବଲ2 ଏକଦା ଅହସିୟ ତାଙ୍କର ଶମରିୟାସ୍ଥିତ ଗୃହର ଛାତ ଉପରୁ ଝରକା ଦେଇ ପଡ଼ି ଆହତ ହେଲେ। ସେ ସଙ୍ଗେ ସଙ୍ଗେ ଦୂତମାନଙ୍କୁ ଆଦେଶ ଦେଲେ, “ଯାଅ, ମୁଁ ଏହି ଆଘାତରୁ ଆରୋଗ୍ୟ ଲାଭ କରିବି କି ନାହିଁ, ଏହା ଇକ୍ରୋଣର ଯାଜକ ବାଲ୍-ସବୂବଙ୍କୁ ଅନୁସନ୍ଧାନ କରି ପଗ୍ଭର।” Sien die hoofstukପବିତ୍ର ବାଇବଲ (Re-edited) - (BSI)2 ପୁଣି ଅହସୀୟ ଶମରୀୟାସ୍ଥିତ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାର। Sien die hoofstukଓଡିଆ ବାଇବେଲ2 ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାର।” Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାର।” Sien die hoofstuk |