Aanlyn Bybel

- Advertensies -




2 ରାଜାବଳୀ 1:8 - ପବିତ୍ର ବାଇବଲ

8 ବାର୍ତ୍ତାବହମାନେ ଅହସିୟଙ୍କୁ ଉତ୍ତର କଲେ, “ସେ ଲୋକଟି ଲୋମଶ ବସ୍ତ୍ର ପରିଧାନ କରିଥିଲା ଓ ତା'ର କଟିରେ ଏକ ଚମଡ଼ାର ପଟୁକା ବନ୍ଧା ଥିଲା।” ତା'ପରେ ଅହସିୟ କହିଲେ, “ସେ ପ୍ରକୃତରେ ତି‌‌‌‌ଶ୍‌ବୀୟ ଏଲିୟ।”

Sien die hoofstuk Kopieer

ପବିତ୍ର ବାଇବଲ (Re-edited) - (BSI)

8 ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା। ତହିଁରେ ସେ କହିଲେ, ସେ ତ ତିଶ୍ବୀୟ ଏଲୀୟ।

Sien die hoofstuk Kopieer

ଓଡିଆ ବାଇବେଲ

8 ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, “ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା।” ତହିଁରେ ରାଜା କହିଲେ, “ସେ ତ ତିଶ୍‍ବୀୟ ଏଲୀୟ।”

Sien die hoofstuk Kopieer

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, “ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା।” ତହିଁରେ ରାଜା କହିଲେ, “ସେ ତ ତିଶ୍‍ବୀୟ ଏଲୀୟ।”

Sien die hoofstuk Kopieer




2 ରାଜାବଳୀ 1:8

Volg ons:

Advertensies


Advertensies