୨ ଥେସଲନୀକୀୟ 2:8 - ପବିତ୍ର ବାଇବଲ8 ତା'ପରେ ଯାଇ ମନ୍ଦ ବ୍ୟକ୍ତି ପ୍ରକାଶିତ ହେବ। ପ୍ରଭୁ ଯୀଶୁ ସେହି ମନ୍ଦ ବ୍ୟକ୍ତିକୁ, ତାହାଙ୍କର ମୁଖରୁ ନିର୍ଗତ ହେଉଥିବା ନିଶ୍ୱାସ ଦ୍ୱାରା ନଷ୍ଟ କରିଦେବେ। ପ୍ରଭୁ ଯୀଶୁ ନିଜର ମହିମାମୟ ଆଗମନ ଦ୍ୱାରା ତାହାକୁ ବିନଷ୍ଟ କରିଦେବେ। ମନ୍ଦ ବ୍ୟକ୍ତି ଶୟତାନର ଶକ୍ତି ନେଇ ଆସିବ। Sien die hoofstukପବିତ୍ର ବାଇବଲ (Re-edited) - (BSI)8 ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ଵାସ ଦ୍ଵାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ଵାରା ବିନାଶ କରିବେ। Sien die hoofstukଓଡିଆ ବାଇବେଲ8 ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ । Sien die hoofstukପବିତ୍ର ବାଇବଲ (CL) NT (BSI)8 ତା’ପରେ ସେହି ପାପାତ୍ମା ଆବିର୍ଭୂତ ହେବ; କିନ୍ତୁ ଯେତେବେଳେ ପ୍ରଭୁ ଯୀଶୁ ଆସିବେ, ସେ ତାଙ୍କ ମୁଖରେ ନିଶ୍ୱାସରେ ତାକୁ ସଂହାର କରିବେ, ପୁଣି ତାଙ୍କର ଜାଜ୍ୱଲ୍ୟମାନ ଉପସ୍ଥିତିରେ ସେ ଧ୍ୱଂସ ପାଇବ। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ। Sien die hoofstuk |