କଲସୀୟ 1:19 - ପବିତ୍ର ବାଇବଲ19 ପରମେଶ୍ୱର ଖ୍ରୀଷ୍ଟଙ୍କଠାରେ ବାସ କରିବାକୁ ପସନ୍ଦ କଲେ। Sien die hoofstukପବିତ୍ର ବାଇବଲ (Re-edited) - (BSI)19 କାରଣ ଈଶ୍ଵରଙ୍କ ସନ୍ତୋଷ ହେଲା ଯେ, ତାହାଙ୍କ-ଠାରେ ସମସ୍ତ ପୂର୍ଣ୍ଣତା ବାସ କରିବ, Sien die hoofstukଓଡିଆ ବାଇବେଲ19 କାରଣ ଈଶ୍ୱରଙ୍କ ସନ୍ତୋଷ ହେଲା ଯେ, ତାହାଙ୍କଠାରେ ସମସ୍ତ ପୂର୍ଣ୍ଣତା ବାସ କରିବ, Sien die hoofstukପବିତ୍ର ବାଇବଲ (CL) NT (BSI)19 କାରଣ ଈଶ୍ୱରଙ୍କର ନିଷ୍ପତ୍ତି ଅନୁଯାୟୀ ପୁତ୍ର ନିଜେ ଈଶ୍ୱରଙ୍କ ପୂର୍ଣ୍ଣ ସ୍ୱଭାବ ଧାରଣ କରିଛନ୍ତି। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କାରଣ ଈଶ୍ବରଙ୍କ ସନ୍ତୋଷ ହେଲା ଯେ, ତାହାଙ୍କଠାରେ ସମସ୍ତ ପୂର୍ଣ୍ଣତା ବାସ କରିବ, Sien die hoofstuk |