କଲସୀୟ 1:20 - ପବିତ୍ର ବାଇବଲ20 ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ପୁଣି ଥରେ ସମସ୍ତ ପୃଥିବୀର ବିଷୟ ହେଉ ବା ସ୍ୱର୍ଗର ବିଷୟ ହେଉ ନିଜ ସହିତ ମିଳିତ କରିବାକୁ ପସନ୍ଦ କଲେ। ଖ୍ରୀଷ୍ଟଙ୍କ କ୍ରୁଶର ରକ୍ତ ଦ୍ୱାରା ପରମେଶ୍ୱର ଶାନ୍ତି ଆଣିଲେ। Sien die hoofstukପବିତ୍ର ବାଇବଲ (Re-edited) - (BSI)20 ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ଵାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ଵାରା ପୃଥିବୀ ବା ସ୍ଵର୍ଗରେ ସ୍ଥିତ ସମୟ ବିଷୟର ମିଳନ କରନ୍ତି। Sien die hoofstukଓଡିଆ ବାଇବେଲ20 ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ୱାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ୱାରା ପୃଥିବୀ ବା ସ୍ୱର୍ଗରେ ସ୍ଥିତ ସମସ୍ତ ବିଷୟର ମିଳନ କରନ୍ତି । Sien die hoofstukପବିତ୍ର ବାଇବଲ (CL) NT (BSI)20 ପୁତ୍ରଙ୍କ ଦ୍ୱାରା ଈଶ୍ୱର ସମସ୍ତ ବିଶ୍ୱକୁ ନିଜ ନିକଟକୁ ଫେରାଇ ଆଣିବା ପାଇଁ ସ୍ଥିର କଲେ। କ୍ରୁଶରେ ତାଙ୍କର ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ଈଶ୍ୱର ଶାନ୍ତି ସ୍ଥାପନ କରିଛନ୍ତି ଏବଂ ପୃଥିବୀ ଓ ସ୍ୱର୍ଗରେ ଥିବା ସମସ୍ତ ବିଷୟକୁ ନିଜ ନିକଟକୁ ଫେରାଇ ଆଣିଛନ୍ତି। Sien die hoofstukଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ୱାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ୱାରା ପୃଥିବୀ ବା ସ୍ୱର୍ଗରେ ସ୍ଥିତ ସମସ୍ତ ବିଷୟର ମିଳନ କରନ୍ତି। Sien die hoofstuk |